ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତକୁ ବିରୋଧ; କଂଗ୍ରେସ କର୍ମୀଙ୍କ କଳାପତାକା ପ୍ରଦର୍ଶନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହୋତ୍ସବ ଓ ନାରୀ ଶକ୍ତି ବନ୍ଦନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁଗୁଳ ଗସ୍ତ ସମୟରେ ଏକ ଅପ୍ରୀତିକର ପରିସ୍ଥିତି ଦେଖାଦେଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଜିନ୍ଦଲ ଏୟାରଷ୍ଟ୍ରିପ୍‌ରୁ ବାହାରି ସର୍କିଟ ହାଉସ ଅଭିମୁଖେ…

Continue Readingମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତକୁ ବିରୋଧ; କଂଗ୍ରେସ କର୍ମୀଙ୍କ କଳାପତାକା ପ୍ରଦର୍ଶନ

ଅନୁଗୁଳ ବ୍ଲକ କଂଗ୍ରେସ କମିଟି ଗଠିତ: ରାକେଶ ମିଶ୍ରଙ୍କ ନେତୃତ୍ୱରେ ନୂତନ କର୍ମକର୍ତ୍ତା ନିଯୁକ୍ତ

ଅନୁଗୁଳ: ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି ସଭାପତି ସୁନୀଲ କୁମାର ପ୍ରଧାନଙ୍କ ଅନୁମୋଦନ କ୍ରମେ ଆଜି ନୂତନ 'ଅନୁଗୁଳ ବ୍ଲକ କଂଗ୍ରେସ କମିଟି' ଘୋଷଣା କରାଯାଇଛି। ବ୍ଲକ ସଭାପତି ରାକେଶ ମିଶ୍ର ଏହି ନୂତନ କମିଟି ସମ୍ପର୍କରେ ସୂଚନା ଦେବା ସହ…

Continue Readingଅନୁଗୁଳ ବ୍ଲକ କଂଗ୍ରେସ କମିଟି ଗଠିତ: ରାକେଶ ମିଶ୍ରଙ୍କ ନେତୃତ୍ୱରେ ନୂତନ କର୍ମକର୍ତ୍ତା ନିଯୁକ୍ତ

ଏଲପିଜି ଦରବୃଦ୍ଧିର ପ୍ରତିବାଦ: ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ

ଅନୁଗୁଳ: କେନ୍ଦ୍ର ସରକାରଙ୍କ ନୀତି ଯୋଗୁଁ ବୃଦ୍ଧି ପାଉଥିବା ରନ୍ଧନ ଗ୍ୟାସ ଦର ଏବଂ ବଜାରରେ ଏହାର କୃତ୍ରିମ ଅଭାବକୁ ନେଇ ଆଜି ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ବିଶାଳ ପ୍ରତିବାଦ କରାଯାଇଛି। ଜିଲ୍ଲା ସଭାପତି ସୁନୀଲ କୁମାର ପ୍ରଧାନଙ୍କ…

Continue Readingଏଲପିଜି ଦରବୃଦ୍ଧିର ପ୍ରତିବାଦ: ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ

ବିଜେପିର ମନମୁଖୀ ଶାସନକୁ ବିରୋଧ: ଅନୁଗୁଳରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମନରେଗା ନାଁ ପରିବର୍ତ୍ତନ ନେଇ ଦାବି ପତ୍ର ପ୍ରଦାନ କଲା କଂଗ୍ରେସ

ଅନୁଗୁଳ: ବିଜେପିର ମନମୁଖୀ ଶାସନକୁ ବିରୋଧ କରି ଆଜି ଅନୁଗୁଳରେ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ। କେନ୍ଦ୍ର ବିଜେପି ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଆଇନକୁ ରଦ୍ଦ କରି ମହାତ୍ମା ଗାନ୍ଧୀଙ୍କ ନାମକୁ କାଟି ଏକ ଗ୍ରାମୀଣ…

Continue Readingବିଜେପିର ମନମୁଖୀ ଶାସନକୁ ବିରୋଧ: ଅନୁଗୁଳରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମନରେଗା ନାଁ ପରିବର୍ତ୍ତନ ନେଇ ଦାବି ପତ୍ର ପ୍ରଦାନ କଲା କଂଗ୍ରେସ

ଜିଲ୍ଲା କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ଦିବସ ପାଳିତ

ଅନୁଗୁଳ: ସ୍ଥାନୀୟ କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସମ୍ବିଧାନ ବଞ୍ଚାଅ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସଭାପତି ସୁନୀଲ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ପାଲଲହଡ଼ା ବିଧାୟକ ପ୍ରାର୍ଥୀ ଫକୀର ସାମଲ,…

Continue Readingଜିଲ୍ଲା କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ଦିବସ ପାଳିତ

ଛାତ୍ରଛାତ୍ରୀଙ୍କୁ ମାଗଣା ଯାତ୍ରା ସୁବିଧା ଦେବାକୁ ଦାବି: ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ସରକାରୀ ସାର୍ବଜନୀନ ପରିବହନରେ ଛାତ୍ରଛାତ୍ରୀଙ୍କୁ ମାଗଣା ଯାତ୍ରା ସୁବିଧା ଓ ଘରୋଇ ପରିବହନରେ ଛାତ୍ରଛାତ୍ରୀଙ୍କୁ ୫୦ ପ୍ରତିଶତ ରିହାତି ଦେବାକୁ ଦାବି କରାଯାଇଛି। ଅନୁଗୁଳ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଜିଲ୍ଲା…

Continue Readingଛାତ୍ରଛାତ୍ରୀଙ୍କୁ ମାଗଣା ଯାତ୍ରା ସୁବିଧା ଦେବାକୁ ଦାବି: ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲୁଟିଖିଆଙ୍କୁ ଲୋକେ ଉଚିତ୍ ଜବାବ ଦେବେ: କଂଗ୍ରେସ ସାମ୍ବାଦିକ ସମ୍ମିଳନୀରେ ସସ୍ମିତାଙ୍କ ୫ ଗ୍ୟାରେଣ୍ଟି

ଅନୁଗୁଳ: ସାଂପ୍ରତିକ ରାଜନୀତିରେ ଅଣ୍ଡରଡଗ କୁହାଯାଉଥିବା ଭାରତୀୟ ଜାତୀୟ କଂଗ୍ରେସ ଆଜି ଅନୁଗୁଳର ଏକ ହୋଟେଲରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ତାର ଦମ୍ ଦେଖାଇଛି। ଭରପୁର ସାମ୍ବାଦିକ ସମ୍ମିଳନୀରେ ଢେ଼ଙ୍କାନାଳ ସଂସଦୀୟ କ୍ଷେତ୍ରର ସାଂସଦ ପ୍ରାର୍ଥୀ ସସ୍ମିତା ବେହେରା,ଜିଲ୍ଲା ସଭାପତି ତଥା…

Continue Readingଲୁଟିଖିଆଙ୍କୁ ଲୋକେ ଉଚିତ୍ ଜବାବ ଦେବେ: କଂଗ୍ରେସ ସାମ୍ବାଦିକ ସମ୍ମିଳନୀରେ ସସ୍ମିତାଙ୍କ ୫ ଗ୍ୟାରେଣ୍ଟି

ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ, ସରକାରକୁ ଆସିଲେ କୃଷି ୠଣ ଛାଡ଼ କରିବାକୁ ପ୍ରତିଶ୍ରୁତି

ଅନୁଗୁଳ: ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ କଂଗ୍ରେସ ଭବନରେ ଗ୍ୟାରେଣ୍ଟି କାର୍ଡ ଜାରି କରିଛି କଂଗ୍ରେସ। ଲୋକଙ୍କ ଜୀବନ ଧାରଣରେ ଉନ୍ନତି ଆଣିବା ଲକ୍ଷ୍ୟରେ ଅନେକ ସୁବିଧା ସୁଯୋଗର ପ୍ରତିଶ୍ରୁତି ଦେବା ସହ ଇତି ମଧ୍ୟରେ ଏହି ଗ୍ୟାରେଣ୍ଟିକୁ…

Continue Readingଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ, ସରକାରକୁ ଆସିଲେ କୃଷି ୠଣ ଛାଡ଼ କରିବାକୁ ପ୍ରତିଶ୍ରୁତି

କଳିଙ୍ଗ ନଗର ଗଣହତ୍ୟାକୁ ୧୮ ବର୍ଷ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ କଳିଙ୍ଗ ନଗର ଗଣହତ୍ୟା ସହିଦଙ୍କର ୧୮ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଛି। ଏ ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପରେ ଜିଲ୍ଲା କଂଗ୍ରେସ ସଭାପତି ସଂଗ୍ରାମ ମିଶ୍ରଙ୍କ ନେତୃତ୍ୱରେ ଏକ ମହମବତୀ ଶୋଭାଯାତ୍ରା…

Continue Readingକଳିଙ୍ଗ ନଗର ଗଣହତ୍ୟାକୁ ୧୮ ବର୍ଷ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି

ଆସନ୍ତା ୧୫ରେ ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଅନୁଗୁଳ: ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଆସନ୍ତା ଶୁକ୍ରବାର ଅନୁଷ୍ଠିତ ହେବ। ଜିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ସଂଗ୍ରାମ କେଶରୀ ମିଶ୍ର ଯୋଗ ଦେବା ପରେ ନୂତନ ଭାବେ ଜିଲ୍ଲା କମିଟି ଗଠନ କରିଥିଲେ।…

Continue Readingଆସନ୍ତା ୧୫ରେ ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ