ଜୁନ୍ ମାସରେ କେଉଁଠି କେବେ ହେବ ଅନୁଗୁଳ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି, ଦେଖନ୍ତୁ ପୂରା ତାଲିକା
ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ ମୁହମ୍ମଦ୍ ଅଖତରଙ୍କର ଜୁନ୍ ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥିରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ। ଜୁନ୍…