ଜିନ୍ଦଲ ନଗରରେ ନୀଳାଦ୍ରି ବିଜେ: ଦେବଭୂମିର ରତ୍ନବେଦୀକୁ ଫେରିଲେ ଶ୍ରୀ ଚତୁର୍ଦ୍ଧାମୂର୍ତ୍ତି
ଅନୁଗୁଳ: ଜିନ୍ଦଲ ନଗରର ଦେବଭୂମି ମନ୍ଦିର ପରିସରରେ ପବିତ୍ର ନୀଳାଦ୍ରି ବିଜେ ଭକ୍ତି ଏବଂ ଉତ୍ସାହର ସହିତ ପାଳିତ ହୋଇଯାଇଛି । ଜିନ୍ଦଲ ନଗର ଏବଂ ନିକଟସ୍ଥ ଗ୍ରାମରୁ ହଜାର ହଜାର ଭକ୍ତ ଏକତ୍ରିତ ହୋଇ ବଡ଼ଠାକୁର ଶ୍ରୀ ବଳଭଦ୍ର, ଦେବୀ…