ଏମ୍ସିଏଲ୍ର ୧୫ତମ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ବୈଠକ
ଅନୁଗୁଳ: ମହାନଦୀ କୋଇଲା ଖଣି ସଂସ୍ଥା (ଏମ୍ସିଏଲ୍)ର ୧୫ତମ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି (ଆର୍ପିଡିଏସି) ବୈଠକ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ୍ ରାମଚନ୍ଦ୍ର ଯାଦବଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର…
