ବଦଳିବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚିତ୍ର

0

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବଦଳିବ ଚିତ୍ର । ବୃଦ୍ଧି ପାଇବ ଚିକିତ୍ସା ଭିତ୍ତିଭୂମି । ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ରୋଗୀଙ୍କୁ ଉନ୍ନତ ଚିକିତ୍ସା ସେବା ମିଳିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ଵିଟର ହ୍ୟାଣ୍ଡେଲ ଜରିଆରେ ସୂଚନା ଦିଆଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟ୍ରମା କେୟାର ସେଣ୍ଟର ସହିତ ବର୍ଣ୍ଣ ୟୁନିଟ୍ ରହିବ। ଏହାସହ ଅତ୍ୟାଧୁନିକ ସେବା ଯୋଗାଇ ଦେବା ପାଇଁ ଅନୁମୋଦନ ମିଳିସାରିଥିବା ବେଳେ ଟେଣ୍ଡର ହୋଇସାରିଛି। ଖୁବ୍‌ଶୀଘ୍ର ଏହାର କାର୍ଯ୍ୟ ଆରମ୍ଭ ହେବ ବୋଲି କୁହାଯାଇଛି ।

Leave A Reply

Your email address will not be published.

error: Content is protected !!