ଅଗ୍ନିବିପନ୍ନଙ୍କୁ ସହାୟତା

0

ତାଳଚେର: ତାଳଚେର ବ୍ଲକ କଳମଛୁଇଁ ଗ୍ରାମର ସ୍ଵେଚ୍ଛାସେବୀ ଅନୁଷ୍ଠାନ ମା ହିଙ୍ଗୁଳା ପାଠାଗାର ପକ୍ଷରୁ ସୋଲଡା ଗ୍ରାମର ଦୁଇ ଅଗ୍ନିବିପନ୍ନ ପରିବାରକୁ ସହାୟତା ପ୍ରଦାନ କରାଯାଇଛି । ପାଠାଗାରର ସଦସ୍ୟମାନେ ବିପନ୍ନ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ଲୁଗାପଟା, ଖାଦ୍ୟ ସାମଗ୍ରୀ ପ୍ରଦାନ କରିଥିଲେ। ପାଠାଗାରର ସଭାପତି ହାଡିବନ୍ଧୁ ପ୍ରଧାନ , ସମ୍ପାଦକ ବିଭୁତି ଭୂଷଣ ସ୍ୱାଇଁ , କୋଷାଧ୍ୟକ୍ଷ ଦୟାନିଧି ସାହୁ , ଉପଦେଷ୍ଟା ପ୍ରଭାକର ପ୍ରଧାନ , କବିରାଜ ସାହୁ ପ୍ରମୁଖ ଏହି ରିଲିଫ୍‌ କାର୍ଯ୍ୟରେ ସହାୟତା ପ୍ରଦାନ କରିଥିଲେ ।

Leave A Reply

Your email address will not be published.

error: Content is protected !!