ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ସମଗ୍ର ଓଡ଼ିଶା ଓକିଲ ସଂଘ ପକ୍ଷରୁ ୫୧ତମ ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇଛି।
ଏ ଅବସରରେ ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥିଭାବେ ମନ୍ତ୍ରୀ ଜଗନ୍ନାଥ ସାରକା, କଟକ ସାଂସଦ ଭର୍ତ୍ତୃହରି ମହତାବ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ସାଂସଦ ସୁଜିତ୍ କୁମାର, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓକିଲ ସଂଘ ପକ୍ଷରୁ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ସମ୍ମାନିତ କରିଥିଲେ।
ଓଡ଼ିଶା ଓକିଲ ସଂଘ ପକ୍ଷରୁ ୫୧ତମ ବାର୍ଷିକ ସମ୍ମିଳନୀ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
