ଆଗାମୀ ୨୪ ଘଣ୍ଟାରେ ୨୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି

You are currently viewing ଆଗାମୀ ୨୪ ଘଣ୍ଟାରେ ୨୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଅନୁଗୁଳୁ: ଆଗାମୀ ୨୪ ଘଣ୍ଟାରେ ୨୧ ଜିଲ୍ଲାରେ ହାଲୁକା ଓ ମଧ୍ୟମଧରଣର ବର୍ଷା ସମ୍ଭାବନା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୬ ଓ ୭ ତାରିଖରେ ପାଗ ଶୁଖୁଲା ରହିବା ସହ ୮ତାରିଖରୁ ପୁଣି ଉତ୍ତର ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ଧରଣର ବର୍ଷା ହେବ। ଏଥିସହ ତିନି ଦିନ ଯାଏଁ ଗରମରୁ ଆଶ୍ବସ୍ତି ମିଳିବ।

Share

Leave a Reply