ଅନ୍ୟାନ୍ୟ

ଶେଷ ହେଲା ଅନୁଗୁଳ ଓକିଲ ସଂଘ ନିର୍ବାଚନ ଦିଲ୍ଲିପ ସଭାପତି ଧୃବ ସମ୍ପାଦକ

By Angul TV Bureau

March 26, 2022

ଅନୁଗୁଳ: ଅନୁଗୁଳ ଓକିଲ ସଂଘର ନିର୍ବାଚନ ଶନବାର ଶେଷ ହୋଇଛି। ୨ୟ ଥର ପାଇଁ ଆଡଭୋକେଟ ଦିଲ୍ଲିପ ସାହୁ ସଂଘର ସଭାପତିଭାବେ ନିର୍ବାଚିତ ହୋଇଛନ୍ତି। ଉପସଭାପତି ଭାବେ ଭବାନୀ ଶଙ୍କର ପ୍ରଧାନ, ସାଧାରଣ ସମ୍ପାଦକ ଭାବେ ଧୃବ ଚରଣ ସାହୁ, ସହସମ୍ପାଦକ ଭାବେ ପ୍ରେମାନନ୍ଦ ସାହୁ, କୋଷାଧ୍ୟକ୍ଷ ଭାବେ ଗୋପାଳ ପ୍ରସାଦ ଅଗ୍ରୱାଲ ନିର୍ବାଚିତ ହୋଇଛନ୍ତି। ସାଂସ୍କୃତିକ ସମ୍ପାଦକ ଭାବେ କୁଶ ସାହୁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି।