ଭାରତ ବିକାଶ ପରିଷଦ ପକ୍ଷରୁ ରକ୍ତହୀନତା ମୁକ୍ତ ଭାରତ ଅଭିଯାନ
ଅନୁଗୋଳ: ଅନୁଗୋଳ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତଥା ଭାରତ ବିକାଶ ପରିଷଦ, ଅନୁଗୋଳ ଶାଖାର ମିଳିତ ଉଦ୍ୟମରେ ସ୍ଥାନୀୟ ସାନ୍ଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରକ୍ତ ହୀନତା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଗତ ୭ ତାରିଖରେ ଅନୁଷ୍ଠିତ ହୋଇଥିଲା।…




