ମହିଳା ହୋମ ଗାର୍ଡଙ୍କୁ ନିର୍ଯାତନା ନେଇ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ
ଅନୁଗୁଳ: ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟଙ୍କ ଘରେ କାମ କରୁଥିବା ମହିଳା ହୋମ ଗାର୍ଡ ସୈରେନ୍ଦ୍ରି ସାହୁଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କଂଗ୍ରେସ ଭବନରେ ଆୟୋଜିତ ହୋଇଥିଲା। ଏହି ସମ୍ମିଳନୀରେ ଜିଲ୍ଲା…
