ଓପି ଜିନ୍ଦଲ ଅନୁଗୁଳ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ଅନୁଗୁଳ: ଆଜି ଅପରାହ୍ନରେ ସ୍ଥାନୀୟ ପିଟିସି ଖେଳ ପଡିଆରେ ଓପି ଜିନ୍ଦଲ ଅନୁଗୁଳ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ତଥା ଜେଏସ୍ପି ଫାଉଣ୍ଡେସନ ସହଯୋଗରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟକୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ…



