ଅନୁଗୁଳ ଜିଲ୍ଲା ପରିଷଦର ୫୬ତମ ସାଧାରଣ ବୈଠକ: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ
ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ୫୬ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ ସଭାରେ ଅଧ୍ୟକ୍ଷତା କରିଥିଲେ। ପ୍ରଥମେ ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ…



