ଓପି ଜିନ୍ଦଲ ଅନୁଗୁଳ କପ୍ ଫୁଟବଲ୍ ବଗେଡିଆ ମା ବୁଢୀକୁ ହରାଇଲା
ଅନୁଗୁଳ: ଓପି ଜିନ୍ଦଲ ଅନୁଗୁଳ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଆଜିର ମ୍ୟାଚ ମା ବୁଢ଼ୀ କ୍ଳବ୍ ଅନୁଗୁଳ ଓ ବାଗେଡିଆ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଅବସରପ୍ରାପ୍ତ କ୍ରୀଡା ଅଧିକାରୀ ମହେନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଖେଳକୁ ଉଦଘାଟନ…




