ବିଶ୍ଵ ଜନସଂଖ୍ୟା ଦିବସ ପାଳିତ: ପରିବାର ନିୟୋଜନ ନେଇ ସଚେତନ କଲେ ସ୍ୱାସ୍ଥ୍ୟ ଅଧିକାରୀ
ଅନୁଗୁଳ: ଅନୁଗୁଳ ଜିଲ୍ଲା ସ୍ବାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷ ଠାରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ…




