ବିଶ୍ବ ଅଣ୍ଡା ଦିବସ: ଅଣ୍ଡାର ଅପମିଶ୍ରଣ ସମ୍ଭବ ନୁହଁ
ଅନୁଗୁଳ: ଅନୁଗୁଳ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ସକାଳେ ବିଶ୍ୱ ଅଣ୍ଡା ଦିବସ ପାଳିତ ହୋଇଯାଇଛି। ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ସ୍ୱାଇଁ…
