କିଆଝର ପ୍ରାଥମିକ ବିଦ୍ୟାଳୟ ପୁନଃ ଚାଲୁକରିବାକୁ ଗ୍ରାମବାସୀଙ୍କ ଦାବି
ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ତାଳପଦା ପଞ୍ଚାୟତର କିଆଝର ପ୍ରାଥମିକ ବିଦ୍ୟାଳୟକୁ ପୁନଃ ଚାଲୁ କରିବାକୁ ଗ୍ରାମବାସୀ ମାନେ ଆଜି ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଦେଇଛନ୍ତି। ଆବଶ୍ୟକ ସଂଖ୍ୟକ ଛାତ୍ରଛାତ୍ରୀ ନ ଥିବାରୁ ଏହି ବିଦ୍ୟାଳୟଟିକୁ ସରକାର…
