ହୃଦ୍ଘାତରେ ପ୍ରିଜାଇଡିଂ ଅଫିସରଙ୍କ ପରଲୋକ
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ରଜାମୁଣ୍ଡା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ନାୟକଙ୍କ ମଙ୍ଗଳବାର ସକାଳେ ହୃଦ୍ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ଚଳିତ ପଞ୍ଚାୟତ ନିର୍ବାଚନରେ ବନରପାଳ ବ୍ଲକରେ…
