ଦିଲ୍ଲୀ ରାଜପଥରେ ଓଡ଼ିଶୀ ନାଚିଲେ ଅନୁଗୁଳ କଳାକାର
ଅନୁଗୁଳ: ୭୩ତମ ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ଭାରତର ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ୍, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ହଜାର ହଜାର ଦର୍ଶକଙ୍କ ଭିଡ଼ରେ ଭାରତର ସାମରିକ ସାମର୍ଥ୍ୟ, କଳା ଓ ପରମ୍ପରାର ଝଲକ ଦେଖିବାକୁ ମିଳିଥିଲା ।…




