ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ପକ୍ଷରୁ ବନ ମହୋତ୍ସବ
ଅନୁଗୁଳ: ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ସୋମବାର ଅନୁଗୁଳ ଉଚ୍ଚ ବିଦ୍ୟାଳୟଠାରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଡିଆର୍ ଭାଗ୍ୟଲକ୍ଷ୍ମୀ ରଥଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…
