ମେଡିକାଲ୍ ମ୍ୟାନେଜରଙ୍କ ଦୁର୍ବ୍ୟବହାର ଅଭିଯୋଗ
ଅନୁଗୁଳ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ପୂର୍ବାହ୍ନରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଥିଲା । ମେଡିକାଲ୍ ମ୍ୟାନେଜର ଜଣେ ସଫେଇ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ସଫେଇ କର୍ମଚାରୀମାନେ ଏମସିଏଚ୍ ବିଲ୍ଡିଂ ସାମ୍ନାରେ ଧାରଣାରେ ବସିଥିଲେ । ଫଳରେ କେଇ…




