କରୋନା ଗ୍ରାଫ୍ ଉର୍ଦ୍ଧ୍ବଗାମୀ,ଟେଷ୍ଟିଂ ରିପୋର୍ଟ ବିଳମ୍ବ ନେଇ ଜନଅସନ୍ତୋଷ
ଅନୁଗୁଳ: ଗତ ଏକ ସପ୍ତାହ ଧରି ଅନୁଗୁଳ ଜିଲ୍ଲାରେ କରୋନା ଗ୍ରାଫ୍ ଉର୍ଦ୍ଧ୍ବଗାମୀ ହୋଇଛି । ସପିଂ କଲାବେଳେ ସାମାଜିକ ଦୂରତା ନରଖିବା,ମାସ୍କ ନପିନ୍ଧିବା, କାରଣରୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ଏହାଛଡା ଲକ୍ଷଣ ନଥିବା ଅନେକ ସଂକ୍ରମିତ ରୋଗ ଲୁଚାଇ ଖୁଲମଖୁଲା…




