ଶୈଳଶ୍ରୀ କ୍ଷେତ୍ରରେ ଘୋଷଯାତ୍ରା: ରଥରେ ବସି ଜନ୍ମବେଦୀକୁ ଗଲେ ଚତୁର୍ଦ୍ଧାମୂର୍ତ୍ତି, ୫୦ ହଜାରରୁ ଉର୍ଦ୍ଧ ଶ୍ରଦ୍ଧାଳୁଙ୍କ ସମାଗମ
ଅନୁଗୁଳ: ଆଜି ଶୈଳ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା। ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଅନୁଗୁଳରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା ଆରମ୍ଭ ହୋଇଛି। ଏ ଅବସରରେ ବଡି ଭୋରରୁ ଦ୍ଵାର ଫିଟା, ମଙ୍ଗଳ ଆଳତି, ସେନାପଟା ଲାଗି,…
