ଯୁବ ରେଡକ୍ରସର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ଅନୁଗୁଳ: ଅନୁଗୁଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜିଲ୍ଲା ଯୁବ ରେଡକ୍ରସର କାର୍ଯ୍ୟକାରିଣୀ ବୈଠକ ଆୟୋଜିତ ହୋଇ ଯାଇଛି। ଯୁବ ରେଡକ୍ରସର ସଭାପତି ତଥା ମହାବିଦ୍ୟାଳୟର ଅଧ୍ୟକ୍ଷ ନିଳାଞ୍ଚଳ ପଟେଲ ସଭାରେ ଅଧ୍ୟକ୍ଷତା କରିଥିଲେ। ଡ଼ା କନକଲତା ମହାପାତ୍ରଙ୍କ ପରିଚାଳନାରେ ଆୟୋଜିତ ଏହି…



