ଗଞ୍ଜେଇ ଚୋରାଚାଲାଣ ସନ୍ଦେହରେ ପୋଲିସ ଗୋଡ଼ାଉଥିବା କାର ଧକ୍କା: ୨ ଜଣ ଗୁରୁତର, ଥାନା ଘେରାଉ ସହ ରାସ୍ତା ଅବରୋଧ କଲେ ସ୍ଥାନୀୟ ଲୋକ
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଆକଟା ଥାନା ଅନ୍ତର୍ଗତ ଶଂଖାମାଳ ନିକଟରେ ବୁଧବାର ସକାଳେ ସଡ଼କ ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ କିଆକଟା ଥାନା ଅନ୍ତର୍ଗତ ଶଂଖାମାଳ ଗ୍ରାମର ପପୁନ ସାହୁ ଓ ଅନ୍ତର୍ଯ୍ୟାମୀ ନାୟକ।ଆହତ ଦ୍ବୟଙ୍କୁ ପ୍ରଥମେ…
