ରଣିଆକଟାରେ ସ୍ୱତନ୍ତ୍ର ଗ୍ରାମସଭା, ବିକାଶ ପ୍ରକଳ୍ପ ନେଇ ଆଲୋଚନା
ଅନୁଗୋଳ: ଗାନ୍ଧୀ ଜୟନ୍ତୀ ଅବସରରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତରେ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଛି। ସରପଞ୍ଚ ସୁଲୋଚନା ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ନୋଡାଲ ଅଫିସର ତଥା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଝସକେତନ…




