ସ୍ୱାଧୀନତା ସଂଗ୍ରାମୀ ବୃନ୍ଦାବନ ପ୍ରଧାନଙ୍କ ଦେହାନ୍ତ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଅଂଚଳର ଗର୍ବ, ଗୌରବ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ବୃନ୍ଦାବନ ପ୍ରଧାନଙ୍କ ୯୮ ବୟସରେ ପରଲୋକ ହୋଇଛି। ତାଙ୍କର ଗ୍ରାମ ବଡ଼ିବାହାଲରେ ରବିବାର ସନ୍ଧ୍ୟାରେ ତାଙ୍କ ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଗଭୀର…
