ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମାଇକ୍ରୋ ବାୟୋଲୋଜିଷ୍ଟ ଡାକ୍ତର ସୁଶ୍ରୀ ଶାନ୍ତା ତ୍ରିପାଠୀଙ୍କୁ ବଦଳିକାଳୀନ ସମ୍ବର୍ଦ୍ଧନା
ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ମାଇକ୍ରୋବାୟୋଲୋଜିଷ୍ଟ ପଦରେ ଥିବା ଡାକ୍ତର ସୁଶ୍ରୀ ଶାନ୍ତା ତ୍ରିପାଠୀଙ୍କ ବଦଳି ହୋଇଛି। ସେ ଏନ୍.ସି.ଡି.ସି. (NCDC), ନୂଆଦିଲ୍ଲୀରେ ସିନିୟର୍ ମାଇକ୍ରୋବାୟୋଲୋଜିଷ୍ଟ ଭାବରେ ନିଯୁକ୍ତ ହୋଇଛନ୍ତି। ଏଣୁ ତାଙ୍କୁ ବିଦାୟ ଦେବାକୁ ପାଥୋଲୋଜି ବିଭାଗରେ ଏକ ବିଦାୟକାଳୀନ…