ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ୪୬ ଯାତ୍ରୀଙ୍କ ଜୀବନ
ଅନୁଗୁଳ: ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ। ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁର ଖନ୍ଦାନାଳୀ ବାଙ୍କ ନିକଟରେ ସୋମବାର ଭୋର ସମୟରେ ଚକାଡୋଳା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ ଏଥିରେ ଥିବା ୪୬ ଜଣ ତୀର୍ଥଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା…