ଓ.ପି. ଜିନ୍ଦଲ ସ୍କୁଲରେ ୧୧ତମ ବାର୍ଷିକ ପୁସ୍ତକ ମେଳା ଆୟୋଜିତ
ଅନୁଗୁଳ : ଅନୁଗୁଳର ଓ.ପି. ଜିନ୍ଦଲ ସ୍କୁଲ ପରିସରରେ ୨୧ ଏବଂ ୨୨ ନଭେମ୍ବର ଦୁଇ ଦିନ ଧରି ୧୧ତମ ପୁସ୍ତକ ମେଳା ଆୟୋଜିତ ହୋଇଛି। ଜ୍ଞାନ ଓ ସୃଜନଶୀଳତାର ଏହି ଉତ୍ସବରେ ନୂଆ ନୂଆ ବହିର ସମାହାର ସହିତ ନୂଆ…
ଅନୁଗୁଳ : ଅନୁଗୁଳର ଓ.ପି. ଜିନ୍ଦଲ ସ୍କୁଲ ପରିସରରେ ୨୧ ଏବଂ ୨୨ ନଭେମ୍ବର ଦୁଇ ଦିନ ଧରି ୧୧ତମ ପୁସ୍ତକ ମେଳା ଆୟୋଜିତ ହୋଇଛି। ଜ୍ଞାନ ଓ ସୃଜନଶୀଳତାର ଏହି ଉତ୍ସବରେ ନୂଆ ନୂଆ ବହିର ସମାହାର ସହିତ ନୂଆ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ସାଉଥ ବଲଣ୍ଡାସ୍ଥିତ ଶକ୍ତି ଶ୍ରୀକ୍ଷେତ୍ରରେ ଦେବ ଦୀପାବଳି ଉତ୍ସବ ମହାସମାରୋହରେ ପାଳିତ ହୋଇଛି। ଏହି ଅବସରରେ ଏମସିଏଲରେ କାର୍ଯ୍ୟରତ ସମସ୍ତ ଶ୍ରମିକ ସଙ୍ଗଠନ, କର୍ମଚାରୀ, ଆଞ୍ଚଳିକ ଗ୍ରାମବାସୀ ଓ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…
ଭୁବନେଶ୍ବର: ବାଲି ବିକ୍ରି ଉପରେ ନୂଆ ନିୟମ ଆଣିଛନ୍ତି ସରକାର। ଏବେ ସାରା ରାଜ୍ୟରେ ଗୋଟିଏ ଦରରେ ବିକ୍ରି ହେବ ବାଲି। ଏଥି ସହିତ ଏକିକୃତ ଏମ୍ଏସ୍ପି ଦର ଲାଗୁ ହେବ ଏବଂ ଲିଜ୍ ଧାରୀମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟରେ ହିଁ…
ଅନୁଗୁଳ: ଟ୍ରେଜେରୀରୁ ପ୍ରାୟ ୬୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ସବ୍-ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ସେ ୬୮ ଲକ୍ଷ ୮୫ ହଜାର ୪୯୭ ଟଙ୍କା ଆତ୍ମସାତ୍ କରିଥିବା…
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ଦେଇ ଯାଇଥିବା ୧୪୯ ନଂ ରାଜପଥର ତାଳବେଡା ଛକ ଠାରୁ ବଅଁରପାଳ ଛକ ପର୍ଯ୍ୟନ୍ତ ରାସ୍ତାକୁ ଚଉଡ଼ା କରିବାକୁ କାମ ଶୀଘ୍ର ଆରମ୍ଭ କରିବାକୁ ବିଭିନ୍ନ ପଂଚାୟତବାସୀଙ୍କ ପକ୍ଷରୁ ଅନୁଗୁଳ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର…
ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟା ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ଗଠିତ ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ଏହା ଦକ୍ଷିଣ–ପୂର୍ବ ବଙ୍ଗୋପସାଗରରେ ଅବପାତରେ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ନୂଆକ୍ଷେତା ଗାଁରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକକୁ ଠେଙ୍ଗରେ ପିଟି ହତ୍ୟା ଅଭିଯୋଗ ହୋଇଛି। ମୃତକ ହେଲେ ଗାଁର ଟିକନ ସାହୁ(୪୮)। ସୂଚନା ଯେ, ଟିକନ ଅନୁଗୁଳ ସହର ଉପକଣ୍ଠ ତୁରଙ୍ଗରେ ଫିଟର କାମ…
ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ସହରର ହାଟତୋଟା ଅଞ୍ଚଳରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଯୁବକ ଜଣକ ଜିମ୍ରୁ ବାହାରିବା ସମୟରେ ପୂର୍ବରୁ ଛକି ରହିଥିବା ଦୁର୍ବୃତ୍ତମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ,…
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟ ସରକାରଙ୍କ ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ଶିଶିର ମହୋତ୍ସବ ସ୍ଥାନୀୟ ପଥରମୁଣ୍ଡା ଜଗନ୍ନାଥଙ୍କ ମନ୍ଦିର ନିକଟସ୍ଥ ପଡ଼ିଆରେ ଆୟୋଜିତ ହୋଇଛି। ମୁଖ୍ୟ ଅତିଥି ଭାବେ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଥାନା ଅଞ୍ଚଳ ଦୀନବନ୍ଧୁପୁର ବାଙ୍କ ନିକଟରେ ଗୁରୁବାର ସକାଳ ପ୍ରାୟ ୧୦ ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଲକ୍ଷ୍ମୀ ବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ…