ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଦଳରୁ ନିଲମ୍ବିତ
ଭୁବନେଶ୍ବର: ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଜାତୀୟ ଯୁବ କଂଗ୍ରେସ ସଭାପତି ପଦ ଓ ଦଳରୁ ନିଲମ୍ବିତ କରିଥିବା ଜଣାଯାଇଛି। ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୋଲିସ ଛାତ୍ର କଂଗ୍ରେସ ସଭାପତି…
