ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଇଁ ପ୍ରସ୍ତୁତି ବୈଠକ ଆୟୋଜିତ
ଅନୁଗୁଳ: ଆସନ୍ତା ମାର୍ଚ୍ଚ ୧୯ ତାରିଖରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳନ ନିମନ୍ତେ ସ୍ଥାନୀୟ ବେଦ ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳନ ସମିତିର ସଭାପତି ହେମନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ବୈଠକରେ…




