ମୋବାଇଲ ହସ୍ତାନ୍ତର ମେଳା ଆୟୋଜିତ, ମାଲିକ ଫେରିପାଇଲେ ୧୨୫ରୁ ଊର୍ଦ୍ଧ୍ବ ଫୋନ୍
ଅନୁଗୁଳ: ଅନୁଗୁଳ ପୋଲିସ ପକ୍ଷରୁ ଆୟୋଜିତ ହୋଇଛି ମୋବାଇଲ୍ ହସ୍ତାନ୍ତର ମେଳା। ଜିଲ୍ଲା ପୋଲିସ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହଜିଯାଇଥିବା କିମ୍ବା ଚୋରି ହୋଇଥିବା ମୋବାଇଲକୁ ମାଲିକଙ୍କୁ ହସ୍ତାନ୍ତର କରାଯାଇଥିଲା। କାର୍ଯ୍ୟକ୍ରମରେ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ,…
