ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ, ୨୫ଟି ଅଭିଯୋଗ ଗ୍ରହଣ
ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସର୍କିଟ ହାଉସ୍ ଅଡିଟୋରିୟମରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର…
