ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ପିଟିପିଟି ହତ୍ୟା, ୩ ଜଣଙ୍କ ନାଁରେ ଅଭିଯୋଗ
ଅନୁଗୁଳ: ଅନୁଗୁଳ ଟାଉନ୍ ଥାନା ରାଣୀଗୋଡ଼ା ଗାଁରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ। ତିନିଜଣ ବ୍ୟକ୍ତି ଏହି ହତ୍ୟାକାଣ୍ଡ ଭିଆଇଛନ୍ତି। ଶନିବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନା ମୁତାବକ, ରାଣୀଗୋଡ଼ା ଗାଁର ବାପି ବିଶ୍ବାଳ(୩୨)ଙ୍କ ସହିତ…



