୧୩ତମ ଜିଲ୍ଲାସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ: କିରୋଗିରେ ତାଳଚେର ଓ ଦାନିସ୍ ଏବଂ ପୁମ୍ପସେରେ ତାଳଚେର ଚାମ୍ପିୟନ୍
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ବିକ୍ରମପୁର ଭଞ୍ଜମଣ୍ଡପ ପରିସରରେ ଚାଲିଥିବା ୧୩ତମ ଅନୁଗୁଳ ଜିଲ୍ଲା କିରୋଗି ଓ ଷଷ୍ଠ ପୁମ୍ପସେ ତାଇକୋଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଛି। ଅନୁଗୁଳ ଜିଲ୍ଲା ତାଇକୋଣ୍ଡୋ ସଂଘର ସମ୍ପାଦକ ପ୍ରମୋଦ କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…
