ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଟେବୁଲ ଟପ୍ ଅଭ୍ୟାସ ଆୟୋଜିତ, ତାଲିମ ନେଲେ ଜିଲ୍ଲାଧିକାରୀ
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ସମ୍ଭାବ୍ୟ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସୋମବାର ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଜିଲ୍ଲା ବିପର୍ଯ୍ୟୟ…



