ଦୁଇ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପୂର୍ବତନ ଶିକ୍ଷକ ଥାନାରେ ଅଟକ
ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡ଼ସନ୍ତ୍ରୀ ପଞ୍ଚାୟତର ଏକ ସରକାରୀ ଉପ୍ରା ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ସତ୍ୟପ୍ରକାଶ ମାଝୀଙ୍କୁ ପୁଲିସ ଥାନାରେ ଅଟକ ରଖି…




