ବିଦ୍ୟୁତ୍ ବିଭ୍ରାଟକୁ ନେଇ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ
ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ନତଡ଼ା ଗାଁରେ ବିଦ୍ୟୁତ୍ ବିଭ୍ରାଟ ନେଇ ଅସନ୍ତୋଷ ବଢ଼ି ବାରେ ଲାଗିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଅଘୋଷିତ ବିଦ୍ୟୁତ୍ କାଟ ଓ ଲୋ-ଭୋଲଟେଜ୍ ସମସ୍ୟା ଅଞ୍ଚଳ ବାସୀଙ୍କ ଯନ୍ତ୍ରଣାକୁ…
