ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ
ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS)ରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ଦେହାନ୍ତ ଘଟିଛି। କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ଏବଂ ସେ ଭେଣ୍ଟିଲେଟର୍ ସହାୟତାରେ ଥିଲେ।…





