ତାଳଚେରରେ ଏନ୍କାଉଣ୍ଟର, କୁଖ୍ୟାତ ସୁଶାନ୍ତ ଗୁରୁତର
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ଏନ୍କାଉଣ୍ଟର। କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର। ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଆଜି ଏନକାଉଣ୍ଟର ହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି। ସୂଚନା…
