ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଆୟୋଜିତ, ବଣିଆବାହଳ ପ୍ରଥମ
ଅନୁଗୁଳ: ରାଜ୍ୟ ସରକାରଙ୍କ ମିସନ ଶକ୍ତି ବିଭାଗ ପକ୍ଷରୁ ଅନୁଗୁଳ ବ୍ଲକ୍ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ବିଶ୍ବଭୂଷଣଙ୍କ ପୌରୋହିତ୍ୟରେ…



