ବିଦ୍ୟୁତ୍ ଆଘାତରେ ଦନ୍ତା ମୃତ
ବନ୍ତଳା: ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜରେ ବିଦ୍ୟୁତ୍ ଆଘାତରେ ଦନ୍ତା ମୃତ। ସୂଚନା ଯେ, ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳସୀରା ଗାଁରେ ବିଦୁତ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ପାଖ ଜଙ୍ଗଲରୁ ଗତ କାଲି ବିଳମ୍ବିତ…
ବନ୍ତଳା: ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜରେ ବିଦ୍ୟୁତ୍ ଆଘାତରେ ଦନ୍ତା ମୃତ। ସୂଚନା ଯେ, ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳସୀରା ଗାଁରେ ବିଦୁତ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ପାଖ ଜଙ୍ଗଲରୁ ଗତ କାଲି ବିଳମ୍ବିତ…
ଅନୁଗୁଳ: ଅନୁଗୁଳ ସଦର ଥାନା ଅର୍ନ୍ତଗତ ମୂଷାପାପୁଲିରେ ବଡ଼ ଧରଣର ଲୁଟ୍। ଆଜି ସକାଳେ ୮ ଟା ବେଳେ ୧୦ ଜଣ ଦୁର୍ବୃତ୍ତ ଏକ ପର୍ଯ୍ୟଟକ ଦଳଙ୍କୁ ମାଡ଼ ମାରି ସେମାନଙ୍କ ଠାରୁ ସୁନା ଚେନ୍, ମୁଦି, ମୋବାଇଲ୍ ଆଦି ଲକ୍ଷାଧିକ…
ଅନୁଗୁଳ: ଗୁରୁବାର ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ରାଜ୍ୟ…
ଅନୁଗୁଳ: ଧରାପଡ଼ିବା ଡରରେ ଫିଙ୍ଗୁଥିଲେ ଟଙ୍କା। ମାଡ଼ି ବସିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ସ୍ଥିତ ଗ୍ରାମ୍ୟ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ମୁଖ୍ୟଯନ୍ତ୍ରୀଙ୍କ ଘରେ ବିଡ଼ା ବିଡ଼ା ନୋଟ୍…
ଅନୁଗୁଳ: ଗୁରୁବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ “ବିକଶିତ କୃଷି ସଂକଳ୍ପ ଅଭିଯାନ” ଯୋଜନାର ସଚେତନତା ରଥଗୁଡ଼ିକୁ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ମୁଖ୍ୟ ଜିଲ୍ଲା କୃଷି…
ଅନୁଗୁଳ: ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ବାସଭବନରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ କିସନ ରେଡ୍ଡି ଗଙ୍ଗପୁରମଙ୍କ ସହିତ ସାକ୍ଷାତ କରି ଅନୁଗୁଳ ନାଲକୋ ଆଖପାଖରେ ଥିବା ଅଂଚଳର ବିକାଶ ପାଇଁ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରର ନବମିଶ୍ର କଲୋନୀସ୍ଥିତ ମନ୍ଦିରରୁ ବୁଧବାର ରାତିରେ ଚୋରି ହୋଇଛି। ଗାୟତ୍ରୀ ମନ୍ଦିର, ମହାକାଳେଶ୍ୱର ମନ୍ଦିର ଓ ଜଗନ୍ନାଥ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ଦୁଇଟି ହୁଣ୍ଡି ସହିତ ପୂଜାସାମଗ୍ରୀ ଓ ବାସନକୁସନ ଲୁଟି ନେଇଛନ୍ତି। ଆଜି ସକାଳୁ…
ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ଇଲାକାର ପୋଡ଼ାଗଡ଼ ଗ୍ରାମରେ ଝାଡ଼ାବାନ୍ତି ଆତଙ୍କ। ଗାଁରେ ୨ ଦିନ ଧରି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଛି। ବୁଧବାର ୩୧ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଆଜି ଆଉ ୯ ଜଣ ହସ୍ପିଟାଲରେ…
ଭୁବନେଶ୍ୱର: ରାଜଧାନୀରେ ୧୫ ଲକ୍ଷ ଟଙ୍କାରେ ମିଳିବ ଘର। ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ୧୫ ଲକ୍ଷରୁ ୫୦ ଲକ୍ଷ ଟଙ୍କା ଭିତରେ ଘର ମିଳିବ। ଭୁବନେଶ୍ୱର ସହରରେ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡ଼ା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ଖମାର ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟ ସଭାଗୃହରେ ମେଧାବୀ ବିଦ୍ୟାର୍ଥୀ ଅଭିନନ୍ଦନ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ପାଳଲହଡ଼ା ନଗର ସଭାପତି ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ ଅଧ୍ୟକ୍ଷତା…