ପୁରୀ ବିମାନବନ୍ଦର ପାଇଁ ସାଇଟ୍ କ୍ଲିଅରାନ୍ସ ଓ ନୀତିଗତ ମଞ୍ଜୁରି ମିଳିଲା
ପୁରୀ: ପୁରୀ ଗ୍ରୀନ ଫିଲ୍ଡ ଏୟାରପୋର୍ଟ ପାଇଁ ଖୁସି ଖବର। ମିଳିସାରିଛି ଉଭୟ ସାଇଟ୍ କ୍ଲିଅରାନ୍ସ ଓ ନୀତିଗତ ମଞ୍ଜୁରି। ଏନେଇ ରାଜ୍ୟସଭାରେ ଉତ୍ତର ରଖିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କିଞ୍ଜରପା ରାମ ମୋହନ ରାଇଡୁ। ପୁରୀରେ ପ୍ରସ୍ତାବିତ…





