‘ଅପରେସନ୍ ସିନ୍ଦୁର’ ପରେ ଦେଶରେ ଆଲର୍ଟ, ୧୮ ଏୟାରପୋର୍ଟ ବନ୍ଦ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ୱରୂପ ଭାରତୀୟ ସେନା ମଙ୍ଗଳବାର ମଧ୍ୟରାତ୍ରିରେ ପାକିସ୍ତାନରେ ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍ କରିଛି।‘ଅପରେସନ୍ ସିନ୍ଦୂର’ ଅଧୀନରେ ଭାରତ ପାକିସ୍ତାନର ଆତଙ୍କବାଦୀ ଶିବିରରେ କ୍ଷେପଣାସ୍ତ୍ର ଆକ୍ରମଣ କରିବା ପରେ ଦୁଇ ଦେଶ ମଧ୍ୟରେ…



