ପୂର୍ବଶତ୍ରୁତାରୁ ଗୁଳିକାଣ୍ଡ: ୨ ଜଣ ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ଅନୁଗୁଳ: ପୂର୍ବ ଶତ୍ରୁତାରୁ ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ଧୋକୁଟା ପଞ୍ଚାୟତରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକ ଏବଂ ପୋଲିସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଗୁରୁତର ଦ୍ବୟ…



