ଜୁଇରୁ ମହିଳାଙ୍କ ଶବ ଜବତ, ହତ୍ୟା ଅଭିଯୋଗରେ ସ୍ଵାମୀ ଅଟକ
ଅନୁଗୁଳ: ଜୁଇରୁ ମହିଳାଙ୍କ ଶବ ଜବତ। ଦାହ କରିବା ପୂର୍ବରୁ ଉଠାଇ ଆଣିଲା ପୋଲିସ। ଅନୁଗୁଳ ଜିଲ୍ଲା ପାଳଲହଡ଼ା ଥାନା ଅନ୍ତର୍ଗତ ସଇଡା ଗ୍ରାମରେ ସୋମବାର ଏଭଳି ଘଟଣା ଦେଖିବାକୁ ମିଳିଛି। ମହିଳାଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ପରେ ପୋଲିସ…
ଅନୁଗୁଳ: ଜୁଇରୁ ମହିଳାଙ୍କ ଶବ ଜବତ। ଦାହ କରିବା ପୂର୍ବରୁ ଉଠାଇ ଆଣିଲା ପୋଲିସ। ଅନୁଗୁଳ ଜିଲ୍ଲା ପାଳଲହଡ଼ା ଥାନା ଅନ୍ତର୍ଗତ ସଇଡା ଗ୍ରାମରେ ସୋମବାର ଏଭଳି ଘଟଣା ଦେଖିବାକୁ ମିଳିଛି। ମହିଳାଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ପରେ ପୋଲିସ…
ଅନୁଗୁଳ: ରାସ୍ତା ମରାମତି ନ ହେଲେ ଗଡିବନି ବସ୍। ଏମିତି କିଛି ଦାବି ନେଇ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି। ଆସନ୍ତା ୨୯ ରିଖ ଠାରୁ ତାଳଚେରରୁ ବସ୍ ଚଳାଚଳ ବନ୍ଦ କରିବା ନେଇ ବସ୍ ମାଲିକ…
ଅନୁଗୁଳ: ଘରେ ଘରେ ଶୌଚାଳୟ ଦାବି। ଏଥିପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଲକ ତୁଳସୀପାଳ ପଞ୍ଚାୟତ ଲଙ୍ଗୁଳିଆବେଡା ଗାଁ ମହିଳା। ଅଭିଯୋଗ ମୁତାବକ, ଦୁଇ- ତିନି ବର୍ଷ ହେଲା ଲଙ୍ଗୁଳିଆବେଡା ଗ୍ରାମ ନିକଟରେ ହାତୀ ରହୁଛି। ଏଣୁ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରପଡ଼ା ଷ୍ଟେସନରେ କୋଇଲା ଡିପୋକୁ ନେଇ ଜରପଡ଼ା ଷ୍ଟେସନରେ ୯ଟି ପଞ୍ଚାୟତର ଅଧିବାସୀ ଆଜି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଜରପଡା ଆଞ୍ଚଳିକ କ୍ଷତିଗ୍ରସ୍ତ ପ୍ରଜା ସଂଘ ଡାକରାରେ ଆଖ ପାଖ ଅଞ୍ଚଳର ୯ଟି ଗ୍ରାମ ପଞ୍ଚାୟତର ଅଧିବାସୀ…
ଅନୁଗୁଳ: ଅନୁଗୁଳ ସରକାରୀ ହାଇସ୍କୁଲର ଶତବାର୍ଷିକୀ ସମାରୋହ ପାଳନ ନିମନ୍ତେ ଏକ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ହୋଇଛି। ଅନୁଗୁଳ ବିଧାୟକ ତଥା ଶତବାର୍ଷିକୀ ପାଳନ କମିଟିର ସଭାପତି ପ୍ରତାପ ଚନ୍ଦ୍ର ପ୍ରଧାନ (ନିଲୁ)…
ଅନୁଗୁଳ: ଜଳବନ୍ଦୀ ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ କାଣ୍ଡସର ପଞ୍ଚାୟତ କାର୍ଯ୍ୟାଳୟ। ବର୍ଷାଦିନ ହେତୁ ଗ୍ରାମର ଡ୍ରେନ ଗୁଡିକ ସଫା ନହେବା କାରଣରୁ ଅଳିଆ ଆବର୍ଜନା, ପାଇଖାନା ମଇଳା ପାଣି ଆସି ପଞ୍ଚାୟତ ସାମନାରେ ଜମା ହେଉଛି। ଫଳରେ ପାଣି…
ଅନୁଗୁଳ: ମହାନଦୀ କୋଲଫିଲଡ ଲିମିଟେଡର ସ୍ଵତନ୍ତ୍ର ଭୂ-ଅର୍ଜନ କାର୍ଯ୍ୟାଳୟ ପକ୍ଷରୁ ଜମିହରା ପ୍ରଜାଙ୍କ ପାଇଁ ତାଳଚେର ଉପ- ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ନବମ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି। ଉପ-ଜିଲ୍ଲାପାଳ ସମୀର କୁମାର ଜେନାଙ୍କ ଅଧ୍ୟକ୍ଷତାରେ…
ଅନୁଗୁଳ: ଭଉଣୀକୁ ଟାଙ୍ଗିଆରେ ହାନି ହତ୍ୟା କଲା ଭାଇ। ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ହଣ୍ଡପା ଥାନା ସୋଲଣ୍ଡା ଗ୍ରାମରେ ସୋମବାର ଏଭଳି ଅଭାବନୀୟ ଘଟଣା ଘଟିଛି। ଅପରାହ୍ନ ୨ ଟାରେ ଭାଇ ଗୟାଧର ପ୍ରଧାନ ଏକ ଟାଙ୍ଗିଆରେ ଭଉଣୀ କଳ୍ପନା…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ସଦର ମହକୁମାରେ ଥିବା କନିଷ୍ଠ ବିଚାର ବିଭାଗୀୟ ଦେୱାନୀ ଅଦାଲତର (ଜେଏମଏଫସି କୋର୍ଟ) ଷଷ୍ଠ ପ୍ରତିଷ୍ଠା ଉତ୍ସବ ସୋମବାର ଛେଣ୍ଡିପଦା ଓକିଲ ସଂଘର ସଭାଗୃହ ଠାରେ ଅନୁଷ୍ଠିତ ହୋଇଛି। ଛେଣ୍ଡିପଦା ଆଇନଜୀବୀ ସଂଘର ସଭାପତି ଦୁର୍ଯ୍ୟୋଧନ…
ଭୁବନେଶ୍ବର: ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଜାତୀୟ ଯୁବ କଂଗ୍ରେସ ସଭାପତି ପଦ ଓ ଦଳରୁ ନିଲମ୍ବିତ କରିଥିବା ଜଣାଯାଇଛି। ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୋଲିସ ଛାତ୍ର କଂଗ୍ରେସ ସଭାପତି…