କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କର: ବିଧାନସଭାରେ ଦାବି କଲେ ସନାତନ ମହାକୁଡ଼
ଭୁବନେଶ୍ବର: କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ଦାବି କରିଛନ୍ତି ବିଜେଡି ବିଧାୟକ ସନାତନ ମହାକୁଡ଼। ବିଧାନସଭାରେ ଏକ ଲିଖିତ ପ୍ରଶ୍ନରେ ସନାତକ ଦାବି କରିଛନ୍ତି ଯେ, କାଚ ବୋତଲରେ ମଦ ବିକ୍ରି ହେଉଥିବାରୁ ବ୍ୟବହାର ପରେ ସେହି…
