ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ଚିକିତ୍ସାଳୟ ଭର୍ତ୍ତି
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଫୁଟିଲା ଗୁଳି। ଗୁଳି ମାଡ଼ରେ ଯୁବକ ଗୁରୁତର। ଗୁରୁତର ଜଣଙ୍କ ହେଲେ ଅନୁଗୁଳ ବାଗଡିଆ ଥାନା ପାତ୍ରପଡା ଗାଁର ମିଲୁ ବେହେରା। ତାଙ୍କ ବାମ ଗୋଡରେ ଗୁଳି ବାଜିଛିଥିବା ସୂଚନା। ତାଙ୍କୁ ଛେଣ୍ଡିପଦା ମେଡିକାଲରେ ଭର୍ତ୍ତି କରାଯାଇଛି।…
