ଜିଲ୍ଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ପାଳିତ: ସରକାରଙ୍କ ଯୋଜନାର ଲାଭ ଉଠାଇବାକୁ ଚାଷୀଙ୍କୁ ଆହ୍ୱାନ
ଅନୁଗୁଳ: ଆଜି ସ୍ଥାନୀୟ ମିଶ୍ରପଡ଼ା ସ୍ଥିତ ଭୋଜନ ବାହାର ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ ଯୋଗ ଦେଇ ପ୍ରାଣୀ ସମ୍ପଦ…
